ରାଜ୍ୟରେ ପୁଣି ୧୧୨ ନୂଆ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ପୁଣି ୧୧୨ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ!-->…
Read More...
Read More...