ରାଜ୍ୟରେ ପୁଣି ୧୩୬ ନୂଆ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଗୁରୁବାର ରାଜ୍ୟରେ ପୁଣି ୧୩୬ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ!-->…
Read More...
Read More...