ବୌଦ୍ଧରେ ଶୁଭାରମ୍ଭ ହେଲା ଲକ୍ଷ୍ମୀ ବସ୍‌

ବୌଦ୍ଧ,୨୧/୨:- ରାଜ୍ୟ ସରକାରଙ୍କ ମହତ୍ୱାକାଂକ୍ଷୀ ଲକ୍ଷ୍ମୀ ବସ୍‌ ଯୋଜନା ଆଜି ବୌଦ୍ଧ ଜିଲ୍ଲାରେ ଶୁଭାରମ୍ଭ ହୋଇଯାଇଛି । ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲ୍ଲା ଷ୍ଟାଡିୟମ୍‌ ଠାରେ ଏହି ଯୋଜନା ଲୋକାର୍ପଣ ଉତ୍ସବ ଆୟୋଜନ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ
Read More...

ଦଶପଲ୍ଲାରେ ବିଜୁ ଜନତା ଦଳର ଶକ୍ତି ପ୍ରଦର୍ଶନ , ସାମିଲ ହେଲେ ହଜାର ହଜାର କର୍ମୀ

ଦଶପଲ୍ଲା: ଆଗକୁ ଆସୁଛି ବିଧାନସଭା ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଦଶପଲ୍ଲାରେ ବିରୋଧି ଶୂନ କରିବା ପାଇଁ ଏକ ବିଶାଳ ବିକାଶ
Read More...

ଶ୍ରୀବିଗ୍ରହମାନଙ୍କର ହେବ ବନକଲାଗି ନୀତି

ଆଜି ମାଘ ଶୁକ୍ଳ ଦ୍ଵାଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬.୦୦ ଟା ରୁ ରାତ୍ର ୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀ ମନ୍ଦିର ପ୍ରଶାସନ ଏହି ସୂଚନା ଦିଆଯାଇଛି।ବନକ
Read More...

ଆଗକୁ ନିର୍ବାଚନ ; ନୂତନ ଜ଼ିଲ୍ଲାପାଳ ଓ ଏସପିଙ୍କ ଉପାନ୍ତ ଅଞ୍ଚଳ ଗସ୍ତ

ହରଭଙ୍ଗା :ବୌଦ୍ଧ ଜ଼ିଲ୍ଲା ହରଭଙ୍ଗା ବ୍ଲକ ଆଡେଣିଗଡ଼ ପଂଚାୟତର ଦୁର୍ଗମ ଇଲାକା କଣ୍ଡରା କାଚ ପାଜୁ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ କାଚପାଜୁ ଭୋଟ ଗ୍ରହଣ କେନ୍ଦ୍ର ପରିଦର୍ଶନ କରିଛନ୍ତି ବୌଦ୍ଧ ଜ଼ିଲ୍ଲାପାଳ ଜେ ସୋନାଲ ଓ ଆରକ୍ଷୀ ଅଧିକ୍ଷକ(ଏସପି) ରାଜ ପ୍ରସାଦ । ନିର୍ବାଚନକୁ ନେଇ
Read More...

ବାଲିଗୁଡା ବ୍ଲକରେ ୮ କେନ୍ଦ୍ରରେ ୧୪୩୩ଜଣ ଦେଲେ ମ୍ୟାଟ୍ରିକ ପରୀକ୍ଷା

ବାଲିଗୁଡା: ଆଜିଠୁ ଆରମ୍ଭ ହୋଇଛି ମ୍ୟାଟ୍ରିକ ପରୀକ୍ଷା । ଏଥିରେ ବାଲିଗୁଡା ବ୍ଲକରେ ୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୧୩୪୫୬ ଜଣରୁ ୧୪୩୩ ଜଣ ପରୀକ୍ଷା ଦେଇଛନ୍ତି । ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟକୁ ନୋଡାଲ କେନ୍ଦ୍ର କରାଯାଇଛି । ଏହାକୁ ସୁରକ୍ଷା ବଳୟରେ ରଖାଯାଇଛି । ଆଜି ପ୍ରଥମ ଦିନରେ
Read More...

ବର୍ଦ୍ଧିତ ହାରରେ ଭତ୍ତା ଟଙ୍କା ବଣ୍ଟନର ଶୁଭାରମ୍ଭ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର: ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀଙ୍କ ଦୈନନ୍ଦିନ ଜୀବନଯାପନକୁ ସହଜ ଓ ସୁଗମ କରିବା ନିମନ୍ତେ ଓଡିଶା ସରକାରଙ୍କ ତରଫରୁ ହିତାଧିକାରୀଙ୍କ
Read More...

ପୁରୀ ଜିଲ୍ଲାରେ ସିକିମ ଜମିପଟ୍ଟା ପ୍ରଦାନ ସମାରୋହ

ପୁରୀ : ରାଜ୍ୟରେ ସିକିମ ସ୍ୱତ୍ୱ ଭାବେ ରେକର୍ଡ଼ ହୋଇଥିବା ଜମିର ଦଖଲକାରୀଙ୍କୁ ସେହି ଜମି ଉପରେ ସ୍ଥିତିବାନ ସ୍ୱତ୍ୱର ପଟ୍ଟା ପ୍ରଦାନ ଏକ ଲୋକାଭିମୁଖୀ ପଦକ୍ଷେପ । ବର୍ଷ ବର୍ଷ ଧରି ସେମାନେ ସେହି ଜମିରେ ରହୁଥିଲେ ମଧ୍ୟ ସେମାନଙ୍କର ଅଧିକାର ସେ ଜମିରେ ନ ଥିଲା । ଆଜି ଠାରୁ ରାଜ୍ୟ ସରକାରଙ୍କ
Read More...

ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରଙ୍କୁ ଜୀବିକା ସହାୟତା ରାଶି ପ୍ରଦାନ

ପାରଳାଖେମୁଣ୍ଡି :ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଆରଏମସି ଠାରେ ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରଙ୍କୁ ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଜିଲ୍ଲାର ପ୍ରତ୍ୟେକ ଖାଦ୍ୟ ସୁରକ୍ଷା
Read More...

ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ସହାୟତା ରାଶି

ବାଲିଗୁଡ଼ା: ଜନମଙ୍ଗଳ ପାଇଁ ନବୀନ ଓଡ଼ିଶା ସଂକଳ୍ପ ବଦ୍ଧ । ଆଜି ରାଜ୍ୟର ୯୬ ଲକ୍ଷ ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପରିବାର ପିଛା ୧୦୦୦ ଟଙ୍କା ଜୀବିକା ସୁରକ୍ଷା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ
Read More...

ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘ ବରଗଡ ଶାଖା ତରଫରୁ କାର୍ଯ୍ୟବନ୍ଦ ଅନ୍ଦୋଳନ

ବରଗଡ : ୬ ଦଫା ଦାବି ନେଇ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘ ବରଗଡ ଶାଖା ତରଫରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବା ସହ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା । କ୍ୟାଡର ପୁନଃଗଠନ, ରାଜସ୍ୱ ସୁପରଭାଇଜର ନାମ ପରିବର୍ତ୍ତନ କରି ଅତିରିକ୍ତ ତହସିଲଦାର କରାଯିବା, ଆରଆଇ, ଏଆରଆଇ ଏବଂ
Read More...