ଆଉ ୫୩ କରୋନା ଆକ୍ରାନ୍ତ ହେଲେ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଉ ୫୩ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ୩୦, ଯାଜପୁରରୁ ୧୮, ଖୋର୍ଦ୍ଧାରୁ ୩, କେନ୍ଦୁଝରରୁ ୨ଜଣ ଅଛନ୍ତି । ରାଜ୍ୟ ସରକାରଙ୍କ ସୂଚନା ଅନୁଯାୟୀ ରାଜ୍ୟରେ ୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଗଲେଣି । ଉଲ୍ଲେଖଯୋଗ୍ୟ ଯେ,!-->…
Read More...
Read More...