ପଙ୍ଗପାଳ ଆକ୍ରମଣ ନିୟନ୍ତ୍ରଣ ପାଇଁ ପ୍ରସ୍ତୁତି ବୈଠକ
ବୌଦ୍ଧ:ସମ୍ଭାବ୍ୟ ପଙ୍ଗପାଳ ଆକ୍ରମଣର ନିୟନ୍ତ୍ରଣ ପାଇଁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ପଙ୍ଗପାଳ ଆକ୍ରମଣରୁ ରକ୍ଷା ପାଇବା ପାଇଁ କିପରି ସତର୍କତାମୂଳକ!-->…
Read More...
Read More...