କନ୍ଧମାଳ ପିପୁଲ୍ସ ଫୋରମ ପକ୍ଷରୁ ମାସ୍କ ଓ ସାବୁନ ବାଣ୍ଟି କରୋନା ସଚେତନତା ବାର୍ତ୍ତା ଦେଲେ
କନ୍ଧମାଳ ପିପୁଲ୍ସ ଫୋରମ ର ସଭାପତି ଶ୍ରୀ ରାଧାମୋହନ ମହାପାତ୍ର ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଗ୍ରାମକୁ ଯାଇ ମାସ୍କ ,ସାବୁନ, ବିସ୍କୁଟ ବାଣ୍ଟିବା ସହ ଲୋକଙ୍କୁ କରୋନା ସଂକ୍ରମଣ ବିଷୟରେ ସଚେତନତା କରିଥିବା ଦେଖିବାକୁ ମିଳିଛି।ସେ ଜିଲ୍ଲା ର ମୌଳିକ ସମସ୍ୟା ପାଇଁ ବିଭିନ୍ନ ସମୟରେ ଦାବି!-->…
Read More...
Read More...