ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଗଜପତି ଜିଲ୍ଲା ଗସ୍ତ, ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର କଲେ ସମୀକ୍ଷା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଦିନିକିଆ ଗସ୍ତ ଅବସରରେ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକ ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବ୍ରହ୍ମପୁର ରଞ୍ଜନ କୁମାର ଦାସ । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭିନ୍ନ ଯୋଜନା ଗୁଡ଼ିକ
Read More...

JEE MAINS ପ୍ରଥମ ପର୍ଯ୍ୟାୟରେ ସେଞ୍ଚୁରିୟାନ ପବ୍ଲିକ ସ୍କୁଲର ସଫଳତା

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିୟାନ ପବ୍ଲିକ ସ୍କୁଲର ସଫଳତା ଫର୍ଦ୍ଦରେ ଆଉ ଏକ ବିରାଟ ସଫଳତାର ଫର୍ଦ୍ଦ ଯୋଡି ହୋଇ ଯାଇଛି।ଗତ ଜାନୁଆରୀ ମାସରେ ଆୟୋଜିତ ହୋଇଥିବା JEE MAINS ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ଫଳ ପ୍ରକାଶିତ ହୋଇଛି।ଏଥିରେ ସ୍କୁଲର
Read More...

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ଏହି ସମୟରେ ବିଧାନସଭା ପ୍ରକୋଷ୍ଠରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିକ୍ରମ ଆରୁଖ୍, ନିରଞ୍ଜନ ପୂଜାରୀ, ମୁଖ୍ୟ
Read More...

ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ବର: ଯାଜପୁରରେ ନୂଆ-ଓ କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, +୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ଏଣିକି ଛାତ୍ରବୃତ୍ତି ମିଳିବ। ଏନେଇ ମୁଖ୍ୟମନ୍ତ୍ରୀ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । କଲେଜର ୯୫% +୩ ଛାତ୍ରଛାତ୍ରୀଙ୍କୁ
Read More...

୯ ନଂ ଜୋନ୍‌ର ୩ ଟି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ଦଶପଲ୍ଲା : ଆଜି ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ୯ ନଂ ଜୋନ ଚଢେୟାପଲ୍ଲୀ, କଳସାଖମଣ, ନୂଆଗାଁ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ସଚେତନତା କାର୍ଯ୍ୟକ୍ରମରେ ୩ ଗୋଟି ଗ୍ରାମପଞ୍ଚାୟତର ବହୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର
Read More...

କିରୀକୁଟି ଓ ତିଲୋରୀ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ବାଲିଗୁଡ଼ା/ଦାରିଙ୍ଗବାଡ଼ି : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ କିରୀକୁଟି ପଞ୍ଚାୟତଠାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ସରପଞ୍ଚ ମଧୁସ୍ମିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ରାସନ୍ କାର୍ଡ ଥିଲେ ମିଳିବ ଦୁଇଟି ଝୋଟ ବ୍ୟାଗ୍ ଏବଂ ୧ ହଜାର ଟଙ୍କା 

ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୧୪ଟି ବିଭାଗର ୨୭ଟି ପ୍ରସ୍ତାବ ଉପରେ ଆଜି କ୍ୟାବିନେଟ୍ ମୋହର ମାରିଛି । ଏହି ବୈଠକରେ ଯୁବବର୍ଗଙ୍କ ପାଇଁ ନୂଆ ‘ସ୍ୱୟଂ’ ଯୋଜନା ଆରମ୍ଭ ହେବାକୁ ନିଷ୍ପତ୍ତି ନିଆଯାଇଥିବାବେଳେ । ରାସନ କାର୍ଡ ହିତାଧିକାରୀଙ୍କୁ ଦୁଇଟି ଝୋଟ ତିଆରି
Read More...

ନବନିଯୁକ୍ତ ଜିଲ୍ଲା କଂଗ୍ରେସ ସଭାପତିଙ୍କୁ ଘୁ.ଉଦୟଗିରିରେ ସ୍ୱାଗତ ସମ୍ବର୍ଦ୍ଧନା

ଘୁ ଉଦୟଗିରି: କଂଗ୍ରେସ ଦଳରେ ଜିଲ୍ଲା ସଭାପତି ଅଦଳବଦଳ ପରେ ନୂତନ ଭାବେ କନ୍ଧମାଳ ଜିଲ୍ଲା କଂଗ୍ରେସ ସଭାପତି ଭାବେ ଚନ୍ଦ୍ର ପରିଡା ନିଯୁକ୍ତି ପାଇବା ପରେ ଆଜି ଘୁ.ଉଦୟଗିରି ରେ ପହଞ୍ଚିବା ପରେ ଘୁ.ଉଦୟଗିରି ବ୍ଲକ ଏବଂ ନଗର କଂଗ୍ରେସ ପକ୍ଷରୁ ନବନିଯୁକ୍ତ ଜିଲ୍ଲା କଂଗ୍ରେସ ସଭାପତି ଚନ୍ଦ୍ର
Read More...

ପୁରୀ ମୁକ୍ତାକାଶ ରଙ୍ଗମଞ୍ଚରେ ଉଦ୍‌ଘାଟିତ ହୋଇଛି ‘ଆରମ୍ଭ ମହୋତ୍ସବ-୨୦୨୪’

ପୁରୀ : ପୁରୀ ମୁକ୍ତାକାଶ ରଙ୍ଗମଞ୍ଚଠାରେ ଉଦ୍‌ଘାଟିତ ହୋଇଛି ‘ଆରମ୍ଭ ମହୋତ୍ସବ-୨୦୨୪’ । ବରିଷ୍ଠ ସେବାୟତ ତଥା ଅନୁଷ୍ଠାନର ସଭାପତି ଗୋପାଳଚନ୍ଦ୍ର ଖୁଣ୍ଟିଆ ଏହାର ଅଧ୍ୟକ୍ଷତା କରିଥିଲେ । ରାଜ୍ୟ ବିଜୁ ଯୁବ ଜନତା ଦଳର ଉପସଭାପତି ସୁନିଲ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି
Read More...

କଂଗ୍ରେସ ହାତ ଧରିଲେ ମନୋଜ ମିଶ୍ର

ହାତ ଧରିଲେ ମନୋଜ ମିଶ୍ର । ଅଭିନେତା ମନୋଜ ମିଶ୍ର ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଛନ୍ତି ମନୋଜ । ଏହି ସମୟରେ ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ର ଉପସ୍ଥିତ ଥିଲେ ।କଂଗ୍ରେସ ଦଳରେ
Read More...