ଚିନ୍ତା ବଢାଇଲେ ସୁରତ ଫେରନ୍ତା : ରାଜ୍ୟରେ ଆଉ ୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ଗତ କିଛି ଦିନ ହେଲାଣି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବ୍ରେକ୍ ଲାଗୁନି । ଆଜି ପୁଣି ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡାରୁ ୫ ଓ ଭଦ୍ରକରୁ ଦୁଇଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ!-->…
Read More...
Read More...