ଓଡ଼ିଶାରେ ପ୍ରସ୍ତୁତ ହେବ ପ୍ରତିରକ୍ଷା ଯନ୍ତ୍ରାଂଶ
ଭୁବନେଶ୍ୱର: ଓଡ଼ିଶାରେ ପ୍ରସ୍ତୁତ ହେବ ପ୍ରତିରକ୍ଷା ଯନ୍ତ୍ରାଂଶ ଓ ବିମାନର ଯନ୍ତ୍ରାଂଶ । ଏ ନେଇ ରାଜ୍ୟ ସରକାରଙ୍କ ସହ ଚୁକ୍ତିନାମା ସ୍ୱାକ୍ଷର କରିଛି କଲ୍ୟାଣୀ ଷ୍ଟିଲ୍ । ଲୋକସେବା ଭବନର କନଭେନସନ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏମ୍.ଓ. ୟୁ. ସ୍ୱାକ୍ଷର କରାଯାଇଛି ।!-->…
Read More...
Read More...