ରାଜ୍ୟରେ ପୁଣି ୧୦୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣରେ ବ୍ରେକ ଲାଗୁନି । ଆଜି ରାଜ୍ୟରେ ପୁଣି ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ରାଜ୍ୟବାସୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହେଲାଣି । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୫୩୮ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୦୧!-->…
Read More...
Read More...