କରୋନା ଯୋଦ୍ଧାରେ ସାମିଲ୍ ବାଲିଗୁଡ଼ାର ମା’ ବିମଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳା
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୁଳିମରା ସାହିର ମା' ବିମଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ସ୍ବାଗତଯୋଗ୍ୟ ପଦକ୍ଷେପ । ନିଜ ଖର୍ଚ୍ଚରେ ମାସ୍କ ତିଆରି କରି ଲୋକଙ୍କୁ ବାଣ୍ଟିବାସହ ସଚେତନ କରାଉଛନ୍ତି ଅଞ୍ଚଳବାସୀଙ୍କୁ ମା' ବିମଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ।!-->…
Read More...
Read More...