ନିର୍ବାଚନୀ ପ୍ରଚାର ପାଇଁ ଶୁଭାଙ୍ଗିଙ୍କ ପାଖରେ ନେତାଙ୍କ ଭିଡ଼
ନୂଆଦିଲ୍ଲୀ : ପୁଣି ଥରେ ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ଶୁଭାଙ୍ଗି ଅତ୍ରୀ ଚର୍ଚ୍ଚାରେ ରହିଛନ୍ତି । ପ୍ରଶଂସକଙ୍କ ମଧ୍ୟରେ ଅଙ୍ଗୁରି ଭାବି ନାମରେ ପରିଚିତ ଥିବା ଶୁଭାଙ୍ଗିଙ୍କୁ ଏବେ ବହୁ ରାଜନୈତିକ ଦଳ ପକ୍ଷରୁ ପ୍ରଚାର କରିବାର ପ୍ରସ୍ତାବ ଆସୁଥିବା ଜଣା ପଡ଼ିଛି । ଏ ନେଇ ନିଜେ ଶୁଭାଙ୍ଗି!-->…
Read More...
Read More...