କରୋନା ଭାଇରସ: ସ୍ପେନ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ
ଓ୍ବାଶିଂଟନ,୨୯।୩: କରୋନା ଭାଇରସ ସଂକ୍ରମଣରେ ରାଜ ପରିବାରର ପ୍ରଥମ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ବୋରବନ-ପରମା ସ୍ପେନର ରାଜକୁମାରୀ ମାରିଆ ଟେରେସାଙ୍କର କରୋନା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୮୬ ବର୍ଷୀୟା ରାଜକୁମାରୀ ମାରିଆ ରାଜା ଫେଲିପ ୪ର୍ଥଙ୍କର ସମ୍ପର୍କୀୟ!-->…
Read More...
Read More...