ତିନୋଟି ପର୍ଯ୍ୟାୟରେ ହେବ ଗଣତିମଣତି

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ 4 ଘଣ୍ଟା ଆଲୋଚନା ହେଲା।ମାତ୍ର ଗଣତିମଣତି କେବେ ହେବ ନିର୍ଦ୍ଧିଷ୍ଟ ତାରିଖ ଧାର୍ଯ୍ୟ ହୋଇପାରିଲା ନାହିଁ । କିନ୍ତୁ ଆସନ୍ତା ରଥଯାତ୍ରା ପୂର୍ବରୁ ହେବ ଗଣତି ମଣତି । ଗଣତିମଣତି କିଭଳି ହେବ ସେ ନେଇ ଚିଠା
Read More...

୩୦ରେ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ: ଶାମ୍ବଦଶମୀ ଅବସରରେ ଆସନ୍ତା ୩୦ ତାରିଖରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଜଣାପଡିଛି। ବିଗତ ବର୍ଷଗୁଡ଼ିକ ଭଳି ଚଳିତବର୍ଷ କୋଣାର୍କ ସୁରକ୍ଷା ସମିତି ଓ ବିଶ୍ବ ହିନ୍ଦୁ ପରିଷଦର ମିଳିତ ଆନୁକୁଲ୍ୟରେ ତ୍ରିଦିବସୀୟ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞ ପାଇଁ ଘଟ
Read More...

ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଛି ଅନୁମତି। ୨ ଦନ୍ତା ହାତୀ ବୁଲୁଥିବା ନେଇ ଖବର ସାମ୍ନାକୁ ଆସିଥିଲା । ଗତ ୫ ଦିନ ହେଲା
Read More...

14 ବର୍ଷ ପରେ ଅଷ୍ଟ୍ରେଲିଆ ମାଟିରେ ଟେଷ୍ଟ ମ୍ୟାଚ୍ ଜିତିଲା ଇଂଲଣ୍ଡ

ନୂଆଦିଲ୍ଲୀ। ଆଶେସ୍ ସିରିଜର ପ୍ରଥମ ତିନୋଟି ମ୍ୟାଚ୍ ହାରିବା ପରେ ଇଂଲଣ୍ଡ ତାର ବୋଲରମାନଙ୍କ ଯୋଗୁଁ ବିଜୟ ସ୍ୱାଦ ଚାଖିଲା। ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କଲା। ୫୪୬୮ ଦିନ ଅର୍ଥାତ୍ 14 ବର୍ଷ ପରେ
Read More...

୪୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ଆଠଗଡ଼ ସେମିରେ

ଗଣିଆ -ଗଣିଆ ବ୍ଳକ ବେଲପଡାପାଟଣାରେ ଥିବା ରଘୁନାଥ ଜୀଉ କ୍ଳବ୍ ଆନୁକୂଲ୍ୟରେ ୪୮ ତମ ଦୟାନିଧି ସାହୁ ଏବଂ ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ବିତୀୟ ଦିନରେ ପରସ୍ପରକୁ ଭେଟିଥିଲେ ଆଠଗଡ ଏବଂ ଆୟୋଜକ ମହାବୀର କ୍ରିକେଟ କ୍ଳବ୍ ବେଲପଡାପାଟଣା । ବେଲପଡାପାଟଣା ଟସ୍ ଜିତି
Read More...

ଜ୍ୱାଇଁ ଟାଙ୍ଗିଆ ମାଡ଼ରେ ବୃଦ୍ଧା ଶାଶୁ ଗୁରୁତର

ବାଲିଗୁଡା- ପାରିବାରିକ କଳହର କରୁଣ ପରିଣତି । ନିଶାସକ୍ତ ଜ୍ୱାଇଁର ଉନ୍ମୁକ୍ତ କାଣ୍ଡ । ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରି ବୃଦ୍ଧା ଶାଶୁଙ୍କୁ ଲହୁଲୁହାଣ କଲା ଜ୍ୱାଇଁ । କନ୍ଧମାଳ ଜିଲ୍ଲା କ.ନୁଆଗାଁ ଥାନା ଅନ୍ତର୍ଗତ ସିର୍ତ୍ତିଗୁଡ଼ା ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୁରୁତର
Read More...

ଗିରଫ ହେଲେ ସେମିଳିଗୁଡ଼ା ଫରେଷ୍ଟର, ଘରୁ ଜବତ ହୋଇଥିଲା ୧ କେଜିର ସୁନା ଅଳଙ୍କାର

ଭୁବନେଶ୍ୱର: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ନିରଞ୍ଜନଙ୍କ ଘରୁ ୧ କେଜିର ସୁନା ଅଳଙ୍କାର ଠାବ ହୋଇଥିଲା। ୨ ବହୁତଳ କୋଠା ସହ ୭ ବହୁମୂଲ୍ୟ ପ୍ଲଟ ଠାବ ହୋଇଥିଲା।
Read More...

ଭୁବନେଶ୍ବରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ଭୁବନେଶ୍ବର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।
Read More...

ଭିଜିଲାନ୍ସ ଜାଲରେ ରାଜସ୍ୱ ସହାୟକ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ। ଠୁଳ କରିଥିଲେ ଆୟଠୁ ଅଧିକା। ସମ୍ବଲପୁର ବନ୍ଦୋବସ୍ତ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବାସୁଦେବ ଭୋଇଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ।    ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍
Read More...

‘ଇନଷ୍ଟାଗ୍ରାମ୍ ରେ ବ୍ଲକ୍ କରିବାରୁ ଯୁବତୀଙ୍କୁ ଆକ୍ରମଣ କଲେ ଯୁବକ

ନୂଆଦିଲ୍ଲୀ: ବେଙ୍ଗାଲୁରୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ, ଜଣେ ବ୍ୟକ୍ତି ଜଣେ ୨୧ ବର୍ଷୀୟ ଯୁବତୀଙ୍କୁ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଉଲ୍ଲାଲ୍ ମେନ୍ ରୋଡ୍ ସ୍ଥିତ ଜ୍ଞାନଜ୍ୟୋତିନଗରରେ ଘଟିଛି। ପୀଡିତାଙ୍କ ଅଭିଯୋଗ କ୍ରମେ ଅଭିଯୁକ୍ତ ନବୀନ
Read More...