ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଯାପିତ, ରାଜ୍ୟସ୍ତରୀୟ ୫ଗୋଟି ସଟଥିମ ମନୋନୀତ….
ହରଭଙ୍ଗା,୧୩/୧୨:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସାଂପୋଚ ସରକାରୀ ଉନ୍ନୀତ ଉଚ୍ଚ଼ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଆଜି ଉଦଯାପିତ ହୋଇଯାଇଛି । ଉକ୍ତ ଉଦଯାପିତ ଦିବସ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ସଭାରେ ଜିଲ୍ଲା!-->…
Read More...
Read More...