ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ
ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପୂର୍ବରୁ ୫-ଟି ଅଧ୍ୟକ୍ଷ ଭି କେ ପଣ୍ଡିଆନ ପୁରୀ ଗସ୍ତରେ ଆସି ସବୁ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ନୀଳାଦ୍ରି ଭକ୍ତ ନିବାସରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେଇଥିଲା । ଏହି ବୈଠକରେ ବିଜେଡ଼ିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାଶ, ମାନସ!-->…
Read More...
Read More...