ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

ପୁରୀ : ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫.୦୦ ଟା ରୁ ରାତ୍ର୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି
Read More...

ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ବାଲିଗୁଡ଼ା : ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ସାମାଜିକ କାର୍ଯ୍ୟକ୍ରମ ସ୍ୱରୂପ ମହାବିଦ୍ୟାଳୟ ପରିସର ସଫେଇ କରି ଛାତ୍ରଛାତ୍ରୀ ସ୍ୱଚ୍ଛତା ହିଁ ସୁନ୍ଦର ବାର୍ତ୍ତା ପ୍ରଦାନ କରିଥିଲେ ।
Read More...

ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଚାଳକ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ଼ କଲୋନୀ ସାହି ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା । ଫଳରେ ଦୁଇ ମୋଟରସାଇକେଲ ଚାଳକ ଗୁରୁତର ଆହତ । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟ ଉଦ୍ଧାର । ଘଟଣା ପ୍ରକାରେ ଆଜି ସକାଳ ପ୍ରାୟ ୧୦.୩୦ ମିନିଟ୍‌ ସମୟରେ କୋଟଗଡ଼ କଲୋନୀ ସାହିର ଭିମ ନାୟକଙ୍କ
Read More...

ବୌଦ୍ଧ ବ୍ଲକରେ ସୁନେତ୍ର କାର୍ଯ୍ୟକ୍ରମ

ବୌଦ୍ଧ : ଚଳିତ ୨୦୨୩-୨୪ ଶିକ୍ଷା ବର୍ଷରେ ଜିଲ୍ଲା ଶିକ୍ଷା ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗଙ୍କ ମିଳିତ ସହଯୋଗରେ ବୌଦ୍ଧ ବ୍ଲକରେ ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସୁନେତ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୦୭ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ଆମ ଗାଁ ବ୍ୟାଙ୍କ ଉଦ୍‌ଘାଟିତ

ନୂଆଗାଁ : ନୟାଗଡ ଜିଲ୍ଲା (ନୂଆଗାଁ ) ବ୍ଲକ ମଧ୍ୟରେ ୨ଟି ପଂଚାୟତ ମଧ୍ୟରେ ଆଜି ଭର୍ଚୁଆଲ ମାଧ୍ୟମରେ ଆମ ଗାଁ ବ୍ୟାଙ୍କ ସେବା ଶୁଭ ଉଦଘାଟନ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୩୦୦ରୁ ଊର୍ଦ୍ଧ୍ୱ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ସିଏସ୍‌ପି ପ୍ଲସ୍‌ ଶାଖାର ଉଦଘାଟନ
Read More...

ଜିଲ୍ଲା ପ୍ରଶାସନ ପକ୍ଷରୁ ଦଶରଥପୁର ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର: ଆଜି ପୂର୍ବାହ୍ନରେ ଦଶରଥପୁର ବ୍ଳକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶୋକ କୁମାର
Read More...

ଘର ପୋଡିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ହରଭଙ୍ଗା : ହରଭଙ୍ଗା ତହସିଲ ବିରାନରସିଂପୁର ରାଜସ୍ୱ ଅନ୍ତର୍ଗତ ଶ୍ୟାମସୁନ୍ଦର ପୁର ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁଯାଇ ମଙ୍ଗଳବାର ଦିନ ଅପରାହ୍ନ ରେ ଗ୍ରାମର ସୁବାସ ମାହାରଙ୍କ ୨ବଖରା ଘର କୌଣସି କାରଣରୁ ପୋଡି ଯିବାରୁ ଗ୍ରାମବାସୀ ଦେଖି ବୌଦ୍ଧ ଅଗ୍ନିଶମ
Read More...

ଟ୍ରକ୍‌ ଧକ୍କାରେ ଜଣେ ଶ୍ରମିକ ମୃତ

ଧର୍ମଶାଳା : ଧର୍ମଶାଳା ଥାନା ଅନ୍ତର୍ଗତ ରାମକୋ ସିମେଣ୍ଟ କାରଖାନା ଫାଟକ ସମ୍ମୁଖରେ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନା ମୁତାବକ, ସୋମବାର ଦିନ ଭୋର ୪ ଟା ସମୟରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅନ୍ତର୍ଗତ ବାଣିଆବସା ଗ୍ରାମର ଭାସ୍କର ଦେହୁରୀଙ୍କ ପୁଅ ରଞ୍ଜିତ
Read More...

ମୃତ ବାରହା ଓ ବାଇକ୍‌ ଜବତ, ଶିକାରୀ ଚମ୍ପଟ

ଦଶପଲ୍ଲା: ଗତରାତି ୧୧:୩୦ ସମୟରେ ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ କୁଜାମେଣ୍‌ଢି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାଞ୍ଚେରାପଲ୍ଲୀ ନିକଟରେ ଏକ ଗୁଳିବିଦ୍ଧ ମୃତ ବାରହାକୁ ଜବତ କରିଛି ବାଣୀଗୋଛା ବନବିଭାଗ ।ଦଶପଲ୍ଲା ବନାଞ୍ଚଳ ଅଧିକାରୀ ସୁଦର୍ଶନ ଦେହୁରୀଙ୍କ ସୂଚନା ଅନୁସାରେ କାଲିରାତି ୧୧:୩୦
Read More...

ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୩

ଚମ୍ପୁଆ: କୃଷିି ଜିଲା ଚମ୍ପୁଆ ଆନୁକୁଲ୍ୟାରେ ଚମ୍ପୁଆ ପଂଚାୟତ ସମିତି ପରିସରରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୩ ଅନୁଷ୍ଠିତ ହୋଇଯାଇଛି । ୩ ଦିନ ଧରି ଅନୁଷ୍ଠିତ ଏହି ମେଳାକୁ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । କୃଷି ଓ କୃଷକର
Read More...