ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି 10ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ!-->…
Read More...
Read More...