ପାରାଦ୍ୱୀପ ବନ୍ଦରରେ ସନ୍ଦିଗ୍ଧ ପ୍ୟାକେଟ୍
ପାରାଦ୍ୱୀପ ବନ୍ଦରରେ ମିଳିଲା ସନ୍ଦିଗ୍ଧ ପ୍ୟାକେଟ୍ । ବର୍ଥରେ ଲାଗିଥିବା ଏକ ଜାହାଜ ଭିତରୁ ମିଳିଛି ୮ଟି ସନ୍ଦେହଜନକ ପ୍ୟାକେଟ୍ । ଜାହାଜରେ ପୋଲିସ, ସିଆଇଏସଏଫ ଓ ଡଗ୍ ସ୍କ୍ୱାଡ୍ ପକ୍ଷରୁ ଯାଞ୍ଚ କରାଯାଇଛି । ଜବତ ୮ ଟି ପ୍ୟାକେଟ୍ କଷ୍ଟମ୍ସ ବିଭାଗକୁ ହସ୍ତାନ୍ତର କରାଯାଇଛି । ପିଆଇସିଟି!-->…
Read More...
Read More...