ଟନେଲ ଟ୍ରାଜେଡି: ଉଦ୍ଧାର ପାଇଁ ଆହୁରି ଲାଗିପାରେ ୧୨ରୁ ୧୪ ଘଣ୍ଟା!
ଟନେଲ ତଳେ ଦୀର୍ଘ ୧୨ ଦିନ ଫସି ରହିଛନ୍ତି ୪୧ ଶ୍ରମିକ। ଏମାନଙ୍କୁ ଉଦ୍ଧାର କରିବା ପାଇଁ ଏବେ ଆହୁରି ୧୨ରୁ ୧୪ ଘଣ୍ଟା ସମୟ ଲାଗିପାରେ। ଉତ୍ତରାଖଣ୍ଡର ଉତ୍ତରକାଶୀରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଆହୁରି ଜୋରଦାର କରାଯାଇଛି। କିନ୍ତୁ ଏହା!-->…
Read More...
Read More...