ବିଭାଗୀୟ ଅଧିକାରୀଙ୍କୁ କନ୍ଧମାଳ ସାଂସଦଙ୍କ ପରାମର୍ଶ, ଅଧାରୁ କାମ ଛାଡୁଥିବା ସଂସ୍ଥାକୁ କଳା ତାଲିକାଭୁକ୍ତ କରାଯାଉ
ଫୁଲବାଣୀ : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ କନ୍ଧମାଳ ସାଂସଦ ଡଃ. ଅଚ୍ୟୁତାନନ୍ଦ ସାମନ୍ତଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ମନିଟରିଂ କମିଟି(ପଞ୍ଚମ ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ସାଂସଦ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ!-->…
Read More...
Read More...