ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ଦଶହରା ଭେଟି; ବଢିଲା ମହଙ୍ଗା ଭତ୍ତା
ଦଶହରା ପୂର୍ବରୁ ରାଜ୍ୟ ସରକାରଙ୍କ ଭେଟି । ରାଜ୍ୟରେ ବଢିଲା ମହଙ୍ଗା ଭତ୍ତା । ରାଜ୍ୟ ସରକାରଙ୍କ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ଚାରି ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି । ଭତ୍ତା ବୃଦ୍ଧି ପରେ କର୍ମଚାରୀଙ୍କ ଡିଏ ୪୨ ରୁ ୪୬ ପ୍ରତିଶତକୁ ବୃଦ୍ଧି!-->…
Read More...
Read More...