ଘୁ.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ
ଘୁ ଉଦୟଗିରି: ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ରୋଗୀକଲ୍ୟାଣ ସମିତିର ବାର୍ଷିକ ବୈଠକ ବିପିଏଚଓ ଡଃ.ରତିକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଏସଟିଏଫ ଅଶୋକ କୁମାର ବେହେରା ଅତିଥିଙ୍କ ସ୍ୱାଗତ କରିବା ସହ ପରିଚୟ ପ୍ରଦାନ କରିଥିବା ବେଳେ ମୁଖ୍ୟ!-->…
Read More...
Read More...