ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ;ସୁନାବେଡାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଆତଙ୍କିତ
ନୂଆପଡ଼ା :ନୂଆପଡା ସୁନାବେଡାରେ ବାଘ ଆତଙ୍କ । ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ବୁଲୁଛି କଲରାପତରିଆ ବାଘ । ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ବାଘକୁ ନେଇ ଅଭୟାରଣ୍ୟବାସୀ ଆତଙ୍କିତ ହୋଇପଡିଛନ୍ତି । ଯାହା ସୂଚନା ମିଳିଛି, ଜିଲ୍ଲା କୃଷି,!-->…
Read More...
Read More...