ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର ଉନ୍ନୟନ କାର୍ଯ୍ୟର ସମୀକ୍ଷା
ସୁବର୍ଣ୍ଣପୁର :ଆଜି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ପଶ୍ଚିମ ଓଡିଶା ବିକାଶ ପରିଷଦ ଅର୍ଥ ଅନୁଦାନରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତିର ସମୀକ୍ଷା କରିଥିଲେ ।ସୁବର୍ଣ୍ଣପୁର!-->…
Read More...
Read More...