ରାଜ୍ୟରେ ପଡିବ ଶୀତ

ଭୁବନେଶ୍ୱର: ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ନଭେମ୍ବର ୨ ତାରିଖ ଆଡ଼କୁ ସାରା ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ
Read More...

ସର୍ଦ୍ଦାର ପଟେଲଙ୍କ ଦୃଢ଼ ସଙ୍କଳ୍ପ, ଦୃଷ୍ଟିକୋଣ ବଳରେ ଆମେ ଆଜି  ଭାରତକୁ ‘ଏକ’ ଦେଖୁଛୁ –…

ଭୁବନେଶ୍ୱର:ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିଅମ ଠାରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ
Read More...

ଓଡ଼ିଶାରେ ହେବ ୯୨ ରେଳ ଓଭର୍‌ବ୍ରିଜ

ଭୁବନେଶ୍ୱର: ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ ନିର୍ମାଣ ହେବ। ଏଥିପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ। କେନ୍ଦ୍ର ରେଳ ମନ୍ତ୍ରଣାଳୟ ଏ ନେଇ ଆବଶ୍ୟକ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଉଭୟ ରେଳ ମନ୍ତ୍ରଣାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜଗୁଡ଼ିକୁ
Read More...

ବୌଦ୍ଧରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ

ବୌଦ୍ଧ,୩୦/୧୦:- ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଜ଼ିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଧରିତ୍ରୀ ପ୍ରଧାନ ଅତିଥି ପରିଚୟ ପ୍ରଦାନ ଏବଂ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ
Read More...

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ
Read More...

ଜାତୀୟ ଜଳପଥ-୫ ଏବଂ ୬୪ ର ବିକାଶ ଏବଂ କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ମୁମ୍ବାଇ:ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI), ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ ଜାତୀୟ ଜଳପଥ-୬୪
Read More...

ରବିବାରଠୁ ମହାପଞ୍ଚୁକ ବ୍ରତ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ : ରବିବାରଠୁ ମହାପଞ୍ଚୁକ ବ୍ରତ । ଆଉ ଏହି ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି । ତେବେ ପଞ୍ଚୁକରେ ଭକ୍ତଙ୍କ ପ୍ରବଳ ସମାଗମ ହେବାକୁ ଥିବାରୁ ପୁରୀ ସର୍କିଟ ହାଉସ ଠାରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
Read More...

କାମର ସମୟକୁ ନେଇ ଏମିତି କହିଲେ ରଶ୍ମିକା ମନ୍ଧାନା

ଜାତୀୟ କ୍ରଶ୍ ରଶ୍ମିକା ମନ୍ଧାନା ବର୍ତ୍ତମାନ ତାଙ୍କର ଆଗାମୀ ଚଳଚ୍ଚିତ୍ର "ଦି ଗର୍ଲଫ୍ରେଣ୍ଡ"ର ପ୍ରମୋସନ କରୁଛନ୍ତି। ଏହି ଚଳଚ୍ଚିତ୍ରଟି ରାହୁଲ ରବିନ୍ଦ୍ରନଙ୍କ ଦ୍ୱାରା ନିର୍ଦ୍ଦେଶିତ ଏବଂ ଏଥିରେ ଦୀକ୍ଷିତ ଶେଟ୍ଟୀ ମଧ୍ୟ ଅଭିନୟ କରିଛନ୍ତି।ଏକ ସାମ୍ପ୍ରତିକ ସାକ୍ଷାତକାରରେ, ରଶ୍ମିକା 8 ଘଣ୍ଟା
Read More...

ଶ୍ରେୟସ ଆୟରଙ୍କୁ ନେଇ ଆସିଲା ବଡ ଖବର

ନୂଆଦିଲ୍ଲୀ: ଭାରତର ODI ଉପ-ଅଧିନାୟକ ଶ୍ରେୟସ ଆୟର ତାଙ୍କ ଆଘାତ ବିଷୟରେ ଏକ ସକାରାତ୍ମକ ସୂଚନା ଦେଇଛନ୍ତି। ସିଡନୀରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ODI ସମୟରେ ତାଙ୍କର ପାଞ୍ଜରାରେ ଗମ୍ଭୀର ଆଘାତ ଲାଗିଥିଲା। ଆଭ୍ୟନ୍ତରୀଣ ରକ୍ତସ୍ରାବ ଏବଂ ପ୍ଳିହା କ୍ଷତ ଯୋଗୁଁ ତାଙ୍କୁ ICUରେ ଭର୍ତ୍ତି
Read More...

ପୁରୀ ପୋଲିସ ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ମାରାଥନ ଦୌଡ଼ ଆୟୋଜିତ

ପୁରୀ- ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ପୁରୀ ପୋଲିସ ଦ୍ୱାରା ଏକ ମାରାଥନ ଦୌଡ଼ ଆୟୋଜିତ ହୋଇଛି। ଏହି ମାରାଥନ ସକାଳ ୭ଟାରେ ଦିଗବରେଣୀ ଛକରୁ ଆରମ୍ଭ ହୋଇ ସମୁଦ୍ରତଟ ସଡକରେ ଆୟୋଜିତ କରାଯାଇଥିଲା। ଏହି ମାରାଥନକୁ ଏସ୍ପି ପୁରୀ ପ୍ରତୀକ
Read More...