ପୁରୀ ଜିଲ୍ଲା ସ୍ତରୀୟ ନୂଆଁଖାଇ ପର୍ବ ପାଳିତ,ନୂଆଁଖାଇ ପରମ୍ପରା ଓ ଭାଇଚାରାର ପ୍ରତୀକ
ପୁରୀ : ନୂଆଁଖାଇ ଖାଲି ଏକ ପର୍ବ ନୁହେଁ ଏହା ଆମ ସଂସ୍କୃତି,ସଦଭାବନା ଓ ଭାଇଚାରାର ପ୍ରତୀକ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ । ଆଜି ଅପରାହ୍ନରେ ସଂସ୍କୃତି ଭବନ ପରିସରରେ ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ନୂଆଁଖାଇ!-->…
Read More...
Read More...