ବୌଦ୍ଧ ବ୍ଲକ କାର୍ଯ୍ୟାଳୟରେ ଜନ ଶୁଣାଣି ଶିବିର
ବୌଦ୍ଧ : ବୌଦ୍ଧ ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ୫୮ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଛି । ଏହାସହ ୧୦ ଜଣ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଛି । ବୌଦ୍ଧ ଜିଲା ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଉପସ୍ଥିତିରେ ଏହି ଅଭିଯୋଗ!-->…
Read More...
Read More...