ବାଲିଅନ୍ତା ହତ୍ୟା ଘଟଣାର ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ହଇଚଇ ସୃଷ୍ଟି କରିଛି ବାଲିଅନ୍ତା ହତ୍ୟା ଘଟଣା। ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି!-->…
Read More...
Read More...