ଆସନ୍ତା କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ : ଆସନ୍ତା କୁମାର୍ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ । ଏଥିପାଇଁ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ସ୍ୱତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ ହେବ । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରି ରତ୍ନସିଂହାସନରେ ବିଜେ କରିବେ । ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକତ୍ୟାଗ!-->…
Read More...
Read More...