କାଶୀନଗର ଏନଏସିରେ ବିଜେଡିର ପଦଯାତ୍ରା
ଗଜପତି : ବିଜେଡିର ଜନସମ୍ପର୍କ ପଦଯାତ୍ରା ଗଜପତି ଜିଲ୍ଲା କାଶୀନଗର ଏନଏସିଠାରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେଡି ଯୁବନେତା ଇଂ. ରୂପେଶ ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି ତିରୁପତି ରାଓ, କାଶୀନଗର ଏନଏସି ଅଧ୍ୟକ୍ଷା ଶ୍ରୀମତି ଏମ!-->…
Read More...
Read More...