ଜାନୁୟାରୀ ୧୭ରେ ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଚାଲିଛି ଜୋରଦାର ପ୍ରସ୍ତୁତି

ପୁରୀ : ଭକ୍ତ ତଥା ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର । ଆସନ୍ତା ଜାନୁୟାରୀ ୧୭ ତାରିଖରେ ଲୋକାର୍ପଣ ହେବାକୁ ଯାଉଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ
Read More...

ଆସନ୍ତାକାଲି ପବିତ୍ର ଅଁଳାନବମୀ,ରାଧାପାଦ ଦର୍ଶନ କରିବେ ଭକ୍ତ

ପୁରୀ: ଆସନ୍ତାକାଲି ପବିତ୍ର ଅଁଳାନବମୀ ତଥା ରାଧାପାଦ ଦର୍ଶନ । ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ଏହି ଦୁର୍ଲଭ ପାଦ ଦର୍ଶନର ସୌଭାଗ୍ୟ ଲାଭ କରିବା ପାଇଁ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଏନେଇ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା
Read More...

ରାଣୀ ଲକ୍ଷ୍ମବାଈ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

ହରଭଙ୍ଗା :ହରଭଙ୍ଗା ବ୍ଲକ ଅନ୍ତର୍ଗତ ଚାରିଛକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବିଦ୍ୟାଳୟ ଛାତ୍ରୀ ମାନଙ୍କର "ରାଣୀ ଲକ୍ଷ୍ମୀବାଈ ଆତ୍ମ ସୁରକ୍ଷା ତାଲିମ' ଶିବିର ଆଜି ଉଦଘାଟିତ ହୋଇଛି । ଏହି ତାଲିମ ଶିବିରକୁ ବିଦ୍ୟାଳୟ ପ୍ରଧାନଶିକ୍ଷକ ନିର୍ମଳ କୁମାର ରଣା ଉଦଘାଟନ କରିଥିବା ବେଳେ ହାଇସ୍କୁଲର
Read More...

ରାଜଧାନୀକୁ ଫେରିଲା ‘ରାହାଗିରି’

ଡିସେମ୍ବର ଶେଷ ରବିବାର ଭୁବନେଶ୍ୱରରେ ଆରମ୍ଭ ହେବ ରାହାଗିରି। ଏବର୍ଷ ୩ଟି ଜୋନରେ ୩ଟି ରାହାଗିରି ହେବ। ଡିସେମ୍ବର ଶେଷ ରବିବାର ଓ ଜାନୁଆରୀ ମାସର ପ୍ରଥମ ଦୁଇଟି ରବିବାର ଅନୁଷ୍ଠିତ ହେବ ରାହାଗିରି। ସେଥିପାଇଁ ଆଜି ପ୍ରତି ଜୋନରୁ ଦୁଇଜଣ ଲେଖାଏଁ କର୍ପୋରେଟର, ZDC ଓ ଆଡିସନାଲ କମିଶନରଙ୍କୁ
Read More...

ଅଫିସ୍‌ରେ ପଶି ପତ୍ନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସ୍ୱାମୀ

ଭୁବନେଶ୍ୱର ; ଅଫିସ୍‌ରେ ପଶି ପତ୍ନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସ୍ୱାମୀ। ଆଜି ଅପରାହ୍ନରେ ଏପରି ହୃଦୟ ବିଦାରକ ଘଟଣା ରାଜଧାନୀ ଭୁବନେଶ୍ୱରରେ ଘଟିଛି। କମିଶନରେଟ୍‌ ପୁଲିସ୍‌ ଅଭିଯୁକ୍ତ ସ୍ୱାମୀଙ୍କୁ ଅଟକ ରଖିଥିବା ବେଳେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡ଼ିକାଲ୍‌ରେ ଭର୍ତ୍ତି
Read More...

ଆଜି ଶ୍ରୀମନ୍ଦିରରେ ବଡଠାକୁରଙ୍କ ହରିହର ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ବଡଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ବଡଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଏହି
Read More...

୭୨ ତମ ଗୋ-ସମ୍ବର୍ଦ୍ଧନା ସମାରୋହ ଏବଂ ଜାତୀୟ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

ଦଶପଲ୍ଲା :୭୨ ତମ ଗୋ-ସମ୍ବର୍ଦ୍ଧନା ସମାରୋହ ଏବଂ ଜାତୀୟ ପ୍ରାଣୀଧନ ମିଶନ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ପ୍ରାଣୀ ସମ୍ପଦ ମେଳା ତା ୧୯-୧୧-୨୦୨୩ ରିଖରେ ନୟାଗଡ ଜିଲ୍ଲା ଦଶପଲ୍ଲା ବ୍ଲକର ଜାନିସାହି ଠାରେ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ନୟାଗଡ ଡାଃ. ପ୍ରଶାନ୍ତ
Read More...

ତୃତୀୟ ରାଜ୍ୟ ସ୍ତରୀୟ ମା ଭୈରବୀ ମହୋତ୍ସବ ଚତୁର୍ଥ ସନ୍ଧ୍ୟା

ହରଭଙ୍ଗା : ବୌଦ୍ଧ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଭୈରବୀଙ୍କ ନାମରେ ଆୟୋଜିତ ତୃତୀୟ ରାଜ୍ୟ ସ୍ତରୀୟ ମା ଭୈରବୀ ମହୋତ୍ସବ ଚତୁର୍ଥ ସଂଧ୍ୟା ରବିବାର ଦିନ ଅନୁଷ୍ଠିତ ହୋଇଯାଇଅଛି । ଚତୁର୍ଥ ସଂଧ୍ୟାରେ ଆଞ୍ଚଳିକ କଳାକାରଙ୍କ ଦ୍ୱାରା ବିଭିନ୍ନ ନୃତ୍ୟ କଳା ପରିବେଷଣ କରାଯାଇ ଥିଲା ଓ ମାଙ୍କ ଠାରେ
Read More...

ଉତ୍କଳ କଳା ଓ ସଂସ୍କୃତି ପ୍ରତିଷ୍ଠାନ,ଗଜପତି ଶାଖା ଆନୁକୁଲ୍ୟରେ ରାଜ୍ୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ବିସ୍ମୟ କାରୁ କଳା ଜାତୀୟ ସ୍ତରରେ ଓଡିଶାର ଆଜି ବହୁ ପ୍ରଶଂସିତ ବୋଲି ଆଜିର ମୁଖ୍ୟ ଅତିଥି ଉପାନ୍ତପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର କହିଥିଲେ । ଗଜପତି ଜିଲ୍ଲାରେ ତିନୋଟି କେନ୍ଦ୍ର ମଧ୍ୟରୁ ପୌରାଞ୍ଚଳର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର -୦୧ରୁ ୨୨୫ଜଣ
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଦୁଇ ଜଣିଆ ଟିମ ଭିତ୍ତିଭୂମି ପରଖିଲେ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାରେ ରହିଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭିତ୍ତିଭୂମି ସାଙ୍ଗକୁ ଉନ୍ନତ ଶିକ୍ଷା ବ୍ୟବସ୍ଥାକୁ ପରଖିବା ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଦୁଇ ଜଣିଆ ଟିମ ଭୁବନେଶ୍ୱରରୁ କନ୍ଧମାଳ ଜିଲ୍ଲା ଆସି ତିନି ଦିନ ବିଭିନ୍ନ ବିଦ୍ୟାଳୟ ବୁଲି ଦେଖିଛନ୍ତି । ପ୍ରଥମ
Read More...