ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୁଡ଼ ବେଶ
ପୁରୀ : ଆଜି କାର୍ତ୍ତିକମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ ସେ ସମୟରେ ବ୍ରଜ ଦାଣ୍ଡରେ ଏହି!-->…
Read More...
Read More...