ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ
ପାରଳାଖେମୁଣ୍ଡି : ଓଡ଼ିଶା ରାଜ୍ୟ ମୃତ୍ତିକା ସଂରକ୍ଷଣ ଅଧିକାରୀ ସଙ୍ଘ ଗଜପତି ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।ଗଜପତି ଜିଲ୍ଲାରେ କାର୍ଯ୍ୟରତ ମୃତ୍ତିକା ସଂରକ୍ଷଣ ସେବା ସଂଘର ସଦସ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ସୁରେଶ!-->…
Read More...
Read More...