ଓଡ଼ିଶା ଉପରେ ଆତଙ୍କବାଦୀଙ୍କ ନଜର

ଭୁବନେଶ୍ୱର: ଆତଙ୍କବାଦୀଙ୍କ ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶା ହାଇଆଲର୍ଟରେ ରହିଛି। ପୁରୀ, ଭୁବନେଶ୍ୱର, କଟକ, ପାରାଦୀପ, ବାଲେଶ୍ୱର, ସମ୍ବଲପୁର, ରାଉରକେଲା ଭଳି ବଡ଼ ସହର ସମେତ ରାଜ୍ୟର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ, ଉପକୂଳ ତଥା ସମୁଦ୍ରାଞ୍ଚଳରେ ସୁରକ୍ଷା ବଢାଇ ଦିଆଯାଇଛି। ଦିଲ୍ଲୀ ଘଟଣାରେ
Read More...

ମନ୍ଧାନାଙ୍କୁ ମିଳିଲା ୫୦ ଲକ୍ଷ ପୁରସ୍କାର

ମୁମ୍ବାଇ: ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ପକ୍ଷରୁ ଶନିବାର ବିଶ୍ୱକପ୍‌ରେ ଭାରତୀୟ ମହିଳା ଦଳର ଓପନର ତଥା ଉପଅଧିନାୟିକା ସ୍ମୃତି ମନ୍ଧାନାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଏମ୍‌ସିଏ ପକ୍ଷରୁ ମନ୍ଧାନାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି।
Read More...

ପୁଲିସ-ନକ୍ସଲ ମଧ୍ୟରେ ଗୁଳିବିନିମୟ, ୩ ନକ୍ସଲ ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ଚାଲିଛି। ନକ୍ସଲ ରହି ରହି ଗୁଳି ଚଳାଉଛନ୍ତି। ବିଶେଷ ସୂତ୍ରରୁ ଖବର ପାଇ ସୁକମା ଡିଆରଜି ଯବାନ ଭେଜ୍ଜି ଓ ଚିନ୍ତାଗୁମ୍ଫା ମଧ୍ୟ ଜଙ୍ଗଲରେ ଚଢ଼ାଉ କରିଥିଲେ। ଆଜି ସକାଳୁ ନକ୍ସଲ
Read More...

ଦିଲ୍ଲୀର ପ୍ରଦୂଷଣ ସ୍ଥିତି ଅତ୍ୟନ୍ତ ସାଂଘାତିକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ସ୍ଥିତି ଦିନକୁ ଦିନ ନିୟନ୍ତ୍ରଣ ବାହାରକୁ ଯାଉଥିବା ଲକ୍ଷ୍ୟ କରାଯାଇଛି। ଶନିବାର ସହରର କେତେକ ସ୍ଥାନରେ ଏକ୍ୟୁଆଇ (ବାୟୁ ମାନ ସୂଚକାଙ୍କ) ୪୫୦ ଅତିକ୍ରମ କରିଥିବା ଜଣାପଡିଛି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ମାନଦଣ୍ଡ ଅନୁଯାୟୀ ଦିଲ୍ଲୀ ସ୍ଥିତି ଅତ୍ୟନ୍ତ
Read More...

୩ ଜିଲ୍ଲାକୁ ଥଣ୍ଡା ନେଇ ଆଲର୍ଟ, ରାଜଧାନୀରେ ଖସିବ ପାରଦ

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବ । ରବିବାର ରାତିରେ ଫୁଲବାଣୀ ଓ ଝାରସୁଗୁଡ଼ାରେ ପାରଦ ୧୦ ଡିଗ୍ରୀ ରହିବ। ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କନ୍ଧମାଳରେ ଶୀତ ଲହରୀ ବହିପାରେ । ପାଣିପାଗ ବିଭାଗ ଶୀତକୁ ନେଇ ଏହି ପୂର୍ବାନୁମାନ କରିଛି । ଆକଳନ
Read More...

ଦୁର୍ଗାପାଙ୍ଗା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଦୁର୍ଗମ କୋଟଗଡ଼ ବ୍ଲକ୍ ଅଧିନସ୍ଥ ଦୁର୍ଗାପାଙ୍ଗା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାର ଛାତ୍ରୀମାନଙ୍କ ପାଇଁ ଯୋଗାଇ ଦେଉଥିବା
Read More...

ହ୍ୟୁମାନ ସାଗରଙ୍କୁ ଭେଟିଲେ ପତ୍ନୀ ଶ୍ରେୟା ମିଶ୍ର

ଭୁବନେଶ୍ୱର: ହ୍ୟୁମାନ ସାଗରଙ୍କୁ ଭେଟିଲେ ପତ୍ନୀ ଶ୍ରେୟା ମିଶ୍ର । ଆଇସିୟୁରେ ପହଞ୍ଚି ହ୍ୟୁମାନଙ୍କୁ ଦେଖା କଲେ । ଏନେଇ ତାଙ୍କ ମାମୁ ଗଗନ ବାଗ୍ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ପରେ ଏମ୍‌ସ ନିର୍ଦ୍ଦେଶକ ହ୍ୟୁମାନ ସାଗରଙ୍କ ନିକଟରେ ପହଞ୍ଚି
Read More...

ନୂଆପଡାରେ ଫୁଟିଲା ପଦ୍ମ, ତୃତୀୟ ସ୍ଥାନରେ ବିଜେଡି

ନୂଆପଡା-ନୂଆପଡା ଉପ ନିର୍ବାଚନାରେ ବିଜେପିର ବଡ ବିଜୟ ହୋଇଛି । ଦଳର ପ୍ରାର୍ଥୀ ଜୟ ଢୋଲକିଆ ରେକର୍ଡ ଭୋଟ୍ ମାର୍ଜିନରେ ବିଜୟ ଲାଭ କରିଛନ୍ତି । ବିଜେପି ପ୍ରାର୍ଥୀ ଶ୍ରୀ ଢୋଲକିଆ 123869 ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ 38408 ଭୋଟ ପାଇ ତୃତୀୟ ସ୍ଥାନରେ
Read More...

ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାର ‘ଲୋଗୋ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ରାଜ୍ୟ ସରକାରଙ୍କ ମହତ୍ଵାକାଂକ୍ଷୀ ଯୋଜନା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକାରିତାକୁ ଆଉ ଗୋଟିଏ ପାଦ ଆଗକୁ ନେଇ ଆଜି ଲୋକସେବା ଭବନ ଠାରେ ଏହି ଯୋଜନାର ଲୋଗୋ ଉନ୍ମୋଚନ
Read More...

159ରେ ଦକ୍ଷିଣ ଆଫ୍ରିକା ଅଲଆଉଟ୍, ଭାରତର ବ୍ୟାଟିଂ ଆରମ୍ଭ

ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଆଜିଠାରୁ ଆରମ୍ଭ ହୋଇଛି। ଦକ୍ଷିଣ ଆଫ୍ରିକା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।ପ୍ରଥମ ଦିନର ଖେଳରେ, ଦକ୍ଷିଣ ଆଫ୍ରିକାର ପ୍ରଥମ ଇନିଂସ 159 ରନରେ ସୀମିତ ରହିଥିଲା। ଦ୍ରୁତ ବୋଲର
Read More...