ପଥୋତ୍ସବ ଆୟୋଜନ ନେଇ ପ୍ରସ୍ତୁତି ବୈଠକ
ବୌଦ୍ଧ,୨୬/୧୦:- ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଆଗାମୀ ୨୮ ତାରିଖରେ ମର୍ଜାକୁଦ ସେତୁ ଛକ ଠାରେ ପଥୋତ୍ସବ ଆୟୋଜନ!-->…
Read More...
Read More...