ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ : ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ବାନ୍ଧିବେ ସୁଭଦ୍ରା
ପୁରୀ : ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଆଜି ମଧ୍ୟାହ୍ନଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇବେ । ତେବେ ଭାଇ ଭଉଣୀର ପବିତ୍ର!-->…
Read More...
Read More...