କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ

ତିରୁଅନନ୍ତପୁରମ୍‌: କଂଗ୍ରେସର ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ଦେହାନ୍ତ ହୋଇଛି। ମଙ୍ଗଳବାର ଦିନ ତାଙ୍କ ପରିବାର ତଥା କେରଳ କଂଗ୍ରେସ ସଭାପତି କେ ସୁଧାକରନ ଏ ସଂପର୍କରେ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। କେ ସୁଧାକରନ ଏକ
Read More...

ଭାରତୀୟ ଅଧିନାୟକ ରେସରେ ଏହି ତିନି ଖେଳାଳି, ରୋହିତଙ୍କ ପରେ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ: ବର୍ତ୍ତମାନ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଅଛି ଭାରତୀୟ କ୍ରିକେଟ ଟିମ୍‌। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦଳ ଦୁଇ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମୁକାବିଲାକୁ ଜିତିନେଇଛି। ୩୬ ବର୍ଷୀୟ ରୋହିତଙ୍କ ନେତୃତ୍ୱରେ ଦଳ ଚଳିତ ବର୍ଷ ଦିନିକିଆ ବିଶ୍ୱକପ୍‌ ଖେଳିବ। ଏହାପରେ ରୋହିତଙ୍କୁ
Read More...

ବୌଦ୍ଧ ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବୌଦ୍ଧ,୧୭/୭- ଆଜି ବୌଦ୍ଧ ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଓ ଆରକ୍ଷୀ ଅଧୀକ୍ଷକ ରାଜପ୍ରସାଦ ଏହି ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଇ ଜନସାଧାରଣଙ୍କ ଆପତ୍ତି ଓ
Read More...

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ସ୍ଥିତ ଏ.ଏମ.ସି.ଏସ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସର୍ବଭାରତୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସାମାଜିକ ସୂଚନା ନୂଆଦିଲ୍ଲୀ ଏହାକୁ ପରିଚାଳନା କରିଥିଲେ ।
Read More...

ନୂଆପଡ଼ା ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅଗସ୍ତି ପ୍ରଧାନ ଯୋଗ ଦେଇ ଆପତ୍ତି ଓ ଅଭିଯୋଗ ଶୁଣାଣି କରିଥିଲେ । ଏହି ଶିବିରରେ ସମୁଦାୟ ୬୬ ଗୋଟି ଅଭିଯୋଗ ଆସିଥିବା ବେଳେ
Read More...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ପାରଳାଖେମଣ୍ଡି : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ
Read More...

ନନ୍ଦାହାଣ୍ଡି ବ୍ଲକରେ “ମିଶନ ଶକ୍ତି ଭବନ’ ଉଦଘାଟିତ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପରିସରରେ "ମିଶନ ଶକ୍ତି ଭବନ' ଉଦଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ଯୋଗ ଦେଇ ବ୍ଲକର ମିଶନ ଶକ୍ତି ଭବନର ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି
Read More...

ସମୀରଙ୍କ ଘରେ ଫୁଟିଲା ବ୍ରହ୍ମ କମଳ

ହରଭଙ୍ଗା : ଦୀର୍ଘ ଚାରିବର୍ଷ ପ୍ରତୀକ୍ଷାର ଘଟିଲା ଅନ୍ତ । ଶେଷରେ ଚଳିତ ବର୍ଷ ଶ୍ରାବଣ ମାସରେ ବାଡ଼ିରେ ଫୁଟିଲା ୩ଟି ବ୍ରହ୍ମ କମଳ । ଯାହାକୁ ନେଇ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଝାଡ୍ରାଜିଙ୍ଗ ଗ୍ରାମର ସମୀର ନାଏକ ଘରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ ।
Read More...

ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ୍‌ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ
Read More...

ଶ୍ରୀଲୋକନାଥ ପୀଠରେ ହଜାର ହଜାର କାଉଡ଼ିଆ ଭକ୍ତଙ୍କ ସମାଗମ

ପୁରୀ : ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏଥିପାଇଁ ପୁରୀର ପ୍ରସିଦ୍ଧ ଶ୍ରୀଲୋକନାଥ ଦେବଙ୍କ ପୀଠରେ ହଜାର ହଜାର ବୋଲବମ୍‌ ଭକ୍ତଙ୍କ ଭିଡ଼ ଜମିଥିଲା । ପ୍ରଭୁ ଲୋକନାଥଙ୍କୁ ଜଳ ଲାଗି କରିବା ପାଇଁ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ କାଉଡ଼ିଆ ଭକ୍ତଙ୍କ ଭିଡ ଜମିଥିଲା । ଶୃଙ୍ଖଳିତ ଦର୍ଶନ ଓ
Read More...