ସମୂହ ଛୁଟିରେ ଗଲେ କୃଷି ଅଧିକାରୀ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର କାର୍ଯ୍ୟରତ କୃଷି ଅଧିକାରୀମାନେ କ୍ୟାଡର ପୁନଃ ବିନ୍ୟାସରେ ଅହେତୁକ ବିଳମ୍ବର ପ୍ରତିବାଦରେ ୩୧ ଅଗଷ୍ଟଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସମୂହ ଛୁଟିରେ ରହିଥିବା ଜଣାପଡ଼ିଛି । ଓଡ଼ିଶା କୃଷି ସେବା ସଙ୍ଘ ଗଜପତି ଶାଖା ପକ୍ଷରୁ ଏହା ସୂଚନା ଦିଆଯାଇଛି ।!-->…
Read More...
Read More...