ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ ସହ ଗୁଳିମାଡ଼,ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍
ବାଲିଗୁଡ଼ା:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରରେ ଡକାୟତି । ବାଲିଗୁଡ଼ା ବଜାର ନେହେରୁ ଛକ ସ୍ଥିତ ମା'ପାଟ୍ଟଖଣ୍ଡା ଅଳଙ୍କାର ଦୋକାନ ମାଲିକଙ୍କ ହାତକୁ ଖଣ୍ଡାରେ ଆକ୍ରମଣ କରିବା ସହ ଗୁଳିକରି ହାତରୁ ଦୁର୍ବୃତ୍ତ ଝାମ୍ପିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍ । ବ୍ୟବସାୟୀ ସୁବାଷ ଆଚାରୀ ଗୁରୁତର!-->…
Read More...
Read More...