୪୩ ଲକ୍ଷ ଟଙ୍କାର ଅନଲାଇନ ଠକେଇ ମାମଲାରେ ୩ ଜଣଙ୍କୁ ଗିରଫ କଲା ବୌଦ୍ଧ ପୋଲିସ
ବୌଦ୍ଧ,୧୬/୭ - ରାଜ୍ୟର ତିନୋଟି ଜିଲ୍ଲାରୁ ୪୩ ଲକ୍ଷ ଟଙ୍କାର ଅନଲାଇନ ଠକେଇ କରିଥିବା ୩ ଜଣଙ୍କୁ ବୌଦ୍ଧ ପୋଲିସ ଗିରଫ କରିଛି । ଏ ନେଇ ପୋଲିସ ଜିଲ୍ଲା ମୁଖ୍ୟାଳୟ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ ସୂଚନା ଦେଇଛନ୍ତି । ସୂଚନା ପ୍ରକାରେ ବୌଦ୍ଧ,!-->…
Read More...
Read More...