ସଫଳ କୃଷି ଉଦ୍ୟୋଗୀ ହେବା ପାଇଁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ବେଶ୍ ସହାୟକ: ଜିଲ୍ଲାପାଳ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଚାଟିଗୁଡା ଠାରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୁଲ୍ୟରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଦ୍ୱାରା ପ୍ରତିଷ୍ଠା ହୋଇଥିବା କୁକୁଡା ଫାର୍ମର ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଜିଲ୍ଲାପାଳ ଡ. କମଳ ଲୋଚନ ମିଶ୍ର!-->…
Read More...
Read More...