୩ ଛୁଆଙ୍କୁ ଧରି କୂଅକୁ ଡେଇଁଲେ ମା’; ଦୁଇ ମୃତ, ଦୁଇ ଗୁରୁତର
ଶେରଗଡ଼: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ କରଡ଼ାକଣା ପଞ୍ଚାୟତ ଲାଉଗୁଡ଼ା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଘରୋଇ ଅଶାନ୍ତିକୁ କେନ୍ଦ୍ରକରି ଜଣେ ମହିଳା ଚରମ ପଦକ୍ଷେପ ନେଇଛନ୍ତି। ନିଜେ ତାଙ୍କର ୩ ଛୁଆଙ୍କୁ ଧରି କୂଅକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ ଘଟଣା!-->…
Read More...
Read More...