ଫୁଲବାଣୀ ଅବକାରୀ ବିଭାଗ ଜବତ କଲା ଚାରି କ୍ୱିଣ୍ଟାଲ ଗଞ୍ଜେଇ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀ ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା । ଫିରିଙ୍ଗିଆ ଥାନା ଅନ୍ତର୍ଗତ କୁଟୁଣି ପଦର ଗ୍ରାମ ନିକଟ ଜଙ୍ଗଲରୁ ଜବତ କଲା ଚାରି କ୍ୱିଣ୍ଟାଲ ଗଞ୍ଜେଇ । ସୂଚନା ଅନୁସାରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ଅବକାରୀ ବିଭାଗ କୌଣସି ସୁତ୍ରରୁ ଖବର ପାଇ ଅବକାରୀ ଅଧିକ୍ଷକ
Read More...

ପରିତ୍ୟକ୍ତ କୂଅ ଭିତରୁ ଭାଲୁ ଉଦ୍ଧାର

ହରଭଙ୍ଗା :ପରିତ୍ୟକ୍ତ କୂଅ ଭିତରୁ ଏକ ଭାଲୁକୁ ଉଦ୍ଧାର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ ବାହିନୀ ସାହାଯ୍ୟ କରି ଭାଲୁକୁ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଥିଲେ । ବନ ବିଭାଗ ସୁରକ୍ଷିତ ଅବସ୍ଥାରେ ଜଙ୍ଗଲରେ ଭାଲୁକୁ ଛାଡିଥିବା ଦେଖିବାକୁ ମିଳିଥିଲା । ସୂଚନା ମତେ ଆଜି
Read More...

ନଦୀକୁ ଖସିଲା ମିନି ଟ୍ରକ୍‌, ୧୨ ମୃତ

ନୂଆଦିଲ୍ଲୀ : ଓଡିଶାରେ ଗତକାଲି ରାତିରେ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ ଏକ ଟ୍ରକ୍‌ ମାଡିଯିବାରୁ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମଧ୍ୟପ୍ରଦେଶରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ମଧ୍ୟପ୍ରଦେଶର ଦତିଆ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । ଜିଲ୍ଲାର ଦୁରସଡା
Read More...

ବରଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍‌, ୫ ମୃତ

କେନ୍ଦୁଝର : ରବିବାର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟସ୍ଥ ମୌଳାଭଞ୍ଜାର ମର୍ମନ୍ତୁଦ ଦୁର୍ଘଟଣା ସ୍ମୃତିରେ ସତେଜ ଥିବାବେଳେ ୪୮ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ଜୁଡିଆ ଘାଟି ଷଠୀଘର ନିକଟରେ ଆଉ ଏକ ଦୁର୍ଘଟଣା ସ୍ତବ୍ଧ କରିଦେଇଛି । ମଙ୍ଗଳବାର ରାତି ୨ଟା ।
Read More...

ଚିକେନ ଦୋକାନ ଭିତରେ ପଶିଗଲା କାର

ଫୁଲବାଣୀ : ଫୁଲବାଣୀ ବ୍ଲକ ଅନ୍ତର୍ଗତ ଗୁମାଗଡଠାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ଟିକାବାଲି ପଟୁ ଆସୁଥିବା ଏକ ନାଲି ରଙ୍ଗର କାର ଭାରସାମ୍ୟ ହରାଇ ଏକ ଚିକେନ ଦୋକାନ ଭିତରେ ପଶି ଯାଇଛି । ଉକ୍ତ ଦୁର୍ଘଟଣାରେ କାହାର ବିଶେଷ କିଛି କ୍ଷତି ହୋଇନଥିବା ଜଣାପଡିଛି । କାରରେ
Read More...

ଆଡପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଯଶୋଦା ବେନ ମୋଦି

ପୁରୀ : ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଯଶୋଦା ବେନ ମୋଦି । ଭାରତର ପ୍ରାଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧର୍ମପତ୍ନୀ ଯଶୋଦା ବେନ ଆଜି ସପରିବାର ପୁରୀ ଆସି ଶ୍ରୀଗୁଣ୍ଡିଚା ମନ୍ଦିର ଯାଇ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରିଛନ୍ତି । ଯଶୋଦା ବେନଙ୍କ ସହ ତାଙ୍କ
Read More...

ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଜିଲ୍ଲା ସ୍ତରୀୟ ସଚେତନତା ବୈଠକ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଜିଲ୍ଲା ସ୍ତରୀୟ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ସକାଳେ ବିଭାଗ ତରଫରୁ ଅନୁଷ୍ଠିତ ଶିଶୁ ଶ୍ରମିକ
Read More...

୩୩ ପିଇଓଙ୍କ ଜିଲ୍ଲାରେ ଅଦଳ ବଦଳ, ଜାଣନ୍ତୁ କିଏ କେଉଁଠି କି ଗଲେ

ହରଭଙ୍ଗା,୨୭/୦୬:- ବୌଦ୍ଧଜିଲ୍ଲା ଗ୍ରାମପଞ୍ଚାୟତ ସ୍ତରରେ ସରକାରୀ କାର୍ଯ୍ୟକ୍ଷେତ୍ରରେ ସ୍ୱଚ୍ଛତା ଆଣିବା ନେଇ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁଙ୍କ ନିର୍ଦ୍ଦେଶମତେ ପତ୍ର ସଂଖ୍ୟା ୪୭୭ଅନୁଯାୟୀ ୨୩/୦୬/୨୦୨୩ରେ ଜିଲ୍ଲାର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କ ଏକ ଅଦଳ ବଦଳ ହୋଇଥିବା
Read More...

ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି । ରାଜ୍ୟ ସରକାରଙ୍କ ପତ୍ର ସଂଖ୍ୟା ୧୧୨୫୨ ଅନୁସାରେ ନିଯୁକ୍ତି ପତ୍ର ପାଇବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ,
Read More...

ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ଦର୍ଶନ କଲେ ଗଜପତି ମହାରାଜ

ପୁରୀ: ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ଦର୍ଶନ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ପାଟ ମହାରାଣୀଙ୍କ ସହ ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କରିଛନ୍ତି । ଦୀର୍ଘବର୍ଷ ପରେ ଗଜପତି ମହାରାଜା ପାଟ ମହାରାଣୀଙ୍କ ସହ ଶ୍ରୀଗୁଣ୍ଡିଚା ମନ୍ଦିର ଆସିଥିବାରୁ ସେବାୟତ ଓ
Read More...