ଭାରସାମ୍ୟ ହରାଇ ଗଛରେ ପିଟିଲା ପିକ୍‌ଅପ୍ ଭ୍ୟାନ, ୨ ମୃତ

ପାଟଣାଗଡ: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଅନ୍ତର୍ଗତ ପାଢେଲଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଯେଉଁଥିରେ ୨ଜଣ ମୃତ୍ୟୁବରଣ କରିଛନ୍ତି । ମୃତକ ହେଲେ ବ୍ରାହ୍ମଣୀଜୋର ଗାଁର ସଦାନନ୍ଦ ବାଗ ଓ ସିଂହାମୁଣ୍ଡା ଗାଁର ଜଳ ସାହୁ ବୋଲି ଜଣାପଡିଛି । ପଦମପୁରରୁ ଏକ ପିକ୍‌ଅପ ଗାଡିରେ କୁରକୁରେ
Read More...

‘ଜମି ବିକ୍ରୟ ବ୍ୟବସ୍ଥାର ସରଳୀକରଣ ହେବ’

ଭୁବନେଶ୍ୱର:ରାଜ୍ୟରେ ଜମିଜମା ବିକ୍ରୟ କ୍ଷେତ୍ରରେ ଥିବା ଆଇନଗତ ପ୍ରତିବନ୍ଧକ ଯୋଗୁଁ ଲୋକମାନେ ଜମି ବିକ୍ରି ନକରି ପାରି ହଇରାଣହରକତ ହେଉଥିଲେ । ଏହି ବିକ୍ରୟ ବ୍ୟବସ୍ଥର ସରଳୀକରଣ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗୃହନିର୍ମାଣ ଓ ନଗର ଉନ୍ନୟନ
Read More...

ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’
Read More...

୭ରୁ ପୁରୀରେ ଖରିଫ ଧାନ ସଂଗ୍ରହ, ଅବହେଳା କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ

ପୁରୀ : ଧାନ ବିକ୍ରୀ ସମୟରେ ଯେଭଳି କୌଣସି ଚାଷୀ ହଇରାଣ ନ ହୁଏ ଓ ଅବହେଳାର ଶୀକାର ନ ହୁଏ ତାହା ଦେଖିବା ଆମ ସମସ୍ତଙ୍କ ଦାୟିତ୍ୱ । କୌଣସି କ୍ଷେତ୍ରରେ ଅବହେଳା ବା ଅନିୟମିତତାକୁ ବରଦାସ୍ତ କରାଯିବ ନାହିଁ ବୋଲି କଡା ଚେତାବନୀ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ଅପରାହ୍ନରେ
Read More...

କୃଷି ଆଧାରିତ ଅର୍ଥନୀତି ଜିଲ୍ଲା ହେବ ଦେବଗଡ଼ : ଧର୍ମେନ୍ଦ୍ର ପ୍ରଧାନ

ଧୋବଲିପଥର: କୃଷି ପ୍ରଧାନ ଜିଲ୍ଲା ଦେବଗଡ଼ରେ ପାରମ୍ପରିକ ଚାଷ ସହ ଦୁଗ୍ଧ ଚାଷ, ମତ୍ସ୍ୟ ଚାଷ ଓ ପଶୁପାଳନର ଅନେକ ସମ୍ଭାବନା ଅଛି । ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଦେବଗଡକୁ କୃଷି ଆଧାରିତ ଅର୍ଥନୀତି ଜିଲ୍ଲାରେ ପରିଣତ କରିବା ପାଇଁ ବ୍ୟାପକ ଯୋଜନା କରାଯିବ ବୋଲି
Read More...

ବିଦ୍ୟୁତ ତାର ସଂଯୋଗ ବେଳେ ଯୁବକଙ୍କ ମୃତ୍ୟୁ

ବୌଦ୍ଧ :ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଆଡେ଼ନିଗଡ଼ ଫାଣ୍ଡି ଅନ୍ତର୍ଗତ ଗଣ୍ଡାପାଜୁ ଗ୍ରାମର ଜଣେ ଯୁବକ ସୋମବାର ସନ୍ଧ୍ୟାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ ହୋଇଥିବା ଭଳି ଏକ ଦୁଖଃଦ ଖବର ସାମ୍ନାକୁ ଆସିଛି । ସୂଚନା ମତେ ଗ୍ରାମର ସେବତୀ ବିନ୍ଧାଣିଙ୍କ ନିଜଘର ଲାଇନ ସମସ୍ୟା
Read More...

ସମ୍ବଲପୁରରେ ଯୋଗ୍ୟ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ସଂଖ୍ୟା ବଢାଇବା ପାଇଁ ଯୋଜନା ହେଉ : ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ବିକାଶ ପ୍ରକ୍ରିୟାରେ ଶ୍ରମିକ ମାନଙ୍କର ଅତୁଳନୀୟ ଅବଦାନକୁ ସ୍ଵୀକାର କରି ଆମ ସରକାର ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ନିମନ୍ତେ ବହୁବିଧ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାରଙ୍କ ସହାୟତା ନେବା ପାଇଁ ନିଜର ନାମକୁ ନିର୍ମାଣ
Read More...

ଭୁବନେଶ୍ୱର ବିମାନ ବନ୍ଦର ଠାରେ ଓଡ଼ିଶା ହକି ଦଳକୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର : ୧୪ତମ ହକି ଇଣ୍ଡିଆ ସିନିୟର ପୁରୁଷ ଜାତୀୟ ଚମ୍ପିୟାନ୍‌ସିପ୍ ରେ ଓଡ଼ିଶା ହକି ଦଳକୁ ସ୍ବର୍ଣ୍ଣ ପଦକ ମିଳିବାପରେ ଆଜି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ଠାରେ ଦଳର କ୍ରୀଡାବିତ୍ ମାନଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଭବ୍ୟ ସ୍ୱାଗତ ପ୍ରଦାନ
Read More...

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ :ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର ଓ ଜୟୀରାମ ସାମଲଙ୍କୁ “ମୋହନ…

ଭୁବନେଶ୍ୱର:- ମନରେ ସାହାସ ରଖି ନୂତନତ୍ୱକୁ ଆଧାର କରି ସିନେମା ନିର୍ମାଣ ପାଇଁ ରାଜ୍ୟପାଳ ରଘୁବର ଦାସ ଆହ୍ୱାନ ଜଣାଇଛନ୍ତି । ଓଡ଼ିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରଠାରେ ଆୟୋଜିତ ୩୨, ୩୩ ଓ ୩୪ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ
Read More...

ବଲାଙ୍ଗିରରେ ଜନଜାତୀୟ ଗୌରବ ଦିବସ ପାଳିତ: ଶୁଭାରମ୍ଭ ହେଲା ‘ଧରତୀ ଆବା ଜନଜାତୀୟ ଗ୍ରାମ୍ୟଉତ୍କର୍ଷ…

ବଲାଙ୍ଗିର (ହୀପ୍ର) : ଆଜି ବଲାଙ୍ଗିର ସଦର ମହକୁମା ସ୍ଥିତ କୋଶଳ କଳା ମଣ୍ଡଳ ପଡିଆଠାରେ ଅନ୍ୟତମ ବିଶିଷ୍ଠ ଆଦିବାସୀ ନେତା ତଥା ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ସହିଦ୍ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ତଥା ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳନ ଅବସରରେ “ଧରତୀ ଆବା ଜନଜାତୀୟ
Read More...