ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ଭୁବନେଶ୍ୱର: ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ। କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଏନେଇ ଚିଠି ଦେଇଛନ୍ତି।ସିପିଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା। ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଏହି ଅନାସ୍ଥା ଆଣିଛି। ଅନ୍ୟ ପଟେ ବିଜେଡିର
Read More...

ପୁଣି ଉତ୍ତରାଖଣ୍ଡରେ ପ୍ରଳୟ

ଡେରାଡୁନ: ପୁଣି ଉତ୍ତରାଖଣ୍ଡରେ ପ୍ରଳୟ, ପୁଣି ବାଦଲଫଟା ବର୍ଷା । ବୁଧବାର ବିଳମ୍ବିତ ରାତିରେ ପୁଣି ଥରେ ବାଦଲଫଟା ବର୍ଷାରେ ବେହାଲ ହୋଇଛି ଉତ୍ତରାଖଣ୍ଡ । ପୂର୍ବରୁ ଧରାଲି, ଡେରାଡୁନରେ ବାଦଲଫଟା ବର୍ଷା ପ୍ରଳୟ ଆଣିଥିବା ବେଳେ ଏବେ ଚାମୋଲିରେ ପ୍ରକୃତି ରଚିଛି ତାଣ୍ଡବ । ରାତିରେ ଚାମୋଲିର
Read More...

ଏସିଆ କପ୍: ୨୧ ସେପ୍ଟେମ୍ବରରେ ପୁଣି ଭାରତ-ପାକିସ୍ତାନ ଲଢ଼େଇ

ଦୁବାଇ: ଟିମ୍ ଇଣ୍ଡିଆ ଏବଂ ପାକିସ୍ତାନ ଗ୍ରୁପ୍ ‘ଏ’ ରୁ ସୁପର ୪ ପାଇଁ  ଯୋଗ୍ୟତା ଅର୍ଜନ କରିଛନ୍ତି । ଏହା ଭାରତ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଆଉ ଏକ ମୁକାବିଲା ହେବା ନିଶ୍ଚିତ ହୋଇଛି। ଦୁଇ ଦଳ ମଧ୍ୟରେ ପରବର୍ତ୍ତୀ ମ୍ୟାଚ୍ ସେପ୍ଟେମ୍ବର ୨୧ ରବିବାରରେ ଦୁବାଇରେ ଖେଳାଯିବ। ବୁଧବାର
Read More...

ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ବର : ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହୋଇଛି । ମୌସୁମୀ ଅଧିବେଶନରେ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ,
Read More...

ପ୍ରଧାନମନ୍ତ୍ରୀଙ୍କୁ ‘ଜନ୍ମଦିନ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଜି ୭୫ତମ ଜନ୍ମ ଦିବସ। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ
Read More...

GST ହ୍ରାସକୁ ନେଇ ସାଂସଦଙ୍କ ସହ ବଣିକ ସଙ୍ଘର ଆଲୋଚନା

ବାଲିଗୁଡ଼ା: କେନ୍ଦ୍ର ସରକାରଙ୍କ ଜିଏସଟି ହ୍ରାସକୁ ନେଇ ସବୁଠି ଚର୍ଚ୍ଚା ଲାଗିଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରର ବଣିକ ସଂଘ ପକ୍ଷରୁ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସହ ଏକ ଆଲୋଚନା ଚକ୍ର ସ୍ଥାନୀୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବାଲିଗୁଡ଼ା
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ

ବାଲିଗୁଡ଼ା: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ । ଏହି ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ
Read More...

ମାଓ ସଂଗଠନ ପକ୍ଷରୁ ଅସ୍ତ୍ରବିରତି ଘୋଷଣା

ନୂଆଦିଲ୍ଲୀ- ଅସ୍ତ୍ରବିରତି ଘୋଷଣା କରିଛନ୍ତି ମାଓ ସଂଗଠନ । ସୁରକ୍ଷାକର୍ମୀଙ୍କ ମାରାଥନ ମାଓ ଦମନ ଅପରେସନ ପରେ ଶେଷରେ ନରମିଛି ମାଓ ସଂଗଠନ । ଅନ୍ୟ କୌଣସି ଉପାୟ ନପାଇ ଅସ୍ତ୍ରବିରତି ଘୋଷଣା କରିଥିବା ମାଓ ସଂଗଠନ ମୁଖପାତ୍ର ଅଭୟ ସୂଚନା ଦେଇଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ ଲଗାଇଛନ୍ତି। ଆଜି
Read More...

ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ

ଭୁବନେଶ୍ବର,୧୬/୦୯: ଜଣାଶୁଣା ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ  କିଛି ଦିନ
Read More...