ସେପ୍ଟେମ୍ବର ୩୦ ପରେ ଅଚଳ ହେବ ୨ ହଜାର ଟଙ୍କିଆ ନୋଟ
ମୁମ୍ବାଇ : ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର ହୋଇପାରିବ।
ରିଜର୍ଭ ବ୍ୟାଙ୍କ!-->!-->!-->…
Read More...
Read More...