ଆଜି ଦେଖାଦେବ ‘ସୁପରମୁନ୍’
ଭୁବନେଶ୍ୱର:କାର୍ତ୍ତିକ ପୂର୍ଣ୍ଣିମା ବୁଧବାର ସନ୍ଧ୍ୟାରେ ଆକାଶରେ ଚଳିତ ବର୍ଷର ଦ୍ୱିତୀୟ ସୁପରମୁନ୍ ଦେଖାଯିବ। ଏହା ସାଧାରଣ ଦିନର ପୂର୍ଣ୍ଣଚନ୍ଦ୍ରଠାରୁ ପ୍ରାୟ ୭% ବଡ଼ ଏବଂ ୧୫% ଉଜ୍ଜ୍ୱଳ ଦେଖାଯିବ। ଏହା ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ ଏବଂ ଏହାକୁ ଖାଲି ଆଖିରେ ଦେଖି ହେବ।!-->…
Read More...
Read More...