ନୂଆପଡ଼ା ଉପନିର୍ବାଚନ: ସକାଳ ୭ରୁ ମତଦାନ ଆରମ୍ଭ
ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବ। ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍। ଏହି ୧୦୧ ବୁଥ୍ ମଧ୍ୟରୁ ୪୭ ମାଓବାଦୀ ପ୍ରଭାବିତ ଅଞ୍ଚଳରେ, ୫୪ଟି ଆଇନଶୃଙ୍ଖଳା ପ୍ରଭାବିତ!-->…
Read More...
Read More...