ସଡକ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର
ପାଟଣାଗଡ଼: ବେଲପଡା ଥାନା ଅନ୍ତର୍ଗତ ଧୂମାଭଟା ସ୍ଥିତ ଅନାଥ ଆଶ୍ରମ ନିକଟରେ ରାସ୍ତାରେ ଗତକାଲି ରାତିରେ ଏକ ସଡକ ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇ ଜିଲ୍ଲା ଭିମଭୋଇ ଓ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ବେଲପଡା!-->…
Read More...
Read More...